ଯିରିମୀୟ 38:5 - ପବିତ୍ର ବାଇବଲ5 ତେଣୁ ରାଜା ସିଦିକିୟ ସେହି ଅଧିପତିମାନଙ୍କୁ କହିଲେ, “ଦେଖ, ଯିରିମିୟ ବର୍ତ୍ତମାନ ତୁମ୍ଭମାନଙ୍କ ଅଧୀନରେ ଅଛି। ତୁମ୍ଭେମାନେ ତା’ ବିରୁଦ୍ଧରେ ଯାହା କରିବ ମୁଁ ବାରଣ କରିବି ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)5 ଏଥିରେ ସିଦିକୀୟ ରାଜା କହିଲା, ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି। See the chapterଓଡିଆ ବାଇବେଲ5 ଏଥିରେ ସିଦିକୀୟ ରାଜା କହିଲା, “ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିରେ ସିଦିକୀୟ ରାଜା କହିଲା, “ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।” See the chapter |