ଯିରିମୀୟ 4:14 - ପବିତ୍ର ବାଇବଲ14 ହେ ଯିରୁଶାଲମ ନିବାସୀଗଣ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦୟରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦୟକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ଦିଅ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)14 ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ? See the chapterଓଡିଆ ବାଇବେଲ14 ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ? See the chapter |