ଯିରିମୀୟ 4:8 - ପବିତ୍ର ବାଇବଲ8 ତେଣୁ ତୁମ୍ଭେମାନେ ଚଟବସ୍ତ୍ର ପରିଧାନ କରି ବିଳାପ ଓ ହାହାକାର କର। କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କ ଉପରେ ରହିଅଛି।” See the chapterପବିତ୍ର ବାଇବଲ (Re-edited) - (BSI)8 ଏଥି ସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ। See the chapterଓଡିଆ ବାଇବେଲ8 ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।” See the chapter |