ଯିରିମୀୟ 41:11 - ପବିତ୍ର ବାଇବଲ11 କାରେହର ପୁତ୍ର ଯୋହାନନ୍ ଓ ତାହାର ସମସ୍ତ ସଙ୍ଗୀ ସେନାପତିଗଣ ଇଶ୍ମାୟେଲର ଦୁଷ୍କର୍ମସବୁ ଜାଣିଲେ। See the chapterପବିତ୍ର ବାଇବଲ (Re-edited) - (BSI)11 ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲର ଏହିସବୁ ଦୁଷ୍କର୍ମ ବିଷୟ କାରେହର ପୁତ୍ର ଯୋହାନନ୍ ଓ ତାହାର ସଙ୍ଗୀ ସେନାପତି ସମସ୍ତେ ଶୁଣନ୍ତେ, See the chapterଓଡିଆ ବାଇବେଲ11 ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲର ଏହିସବୁ ଦୁଷ୍କର୍ମ ବିଷୟ କାରେହର ପୁତ୍ର ଯୋହାନନ୍ ଓ ତାହାର ସଙ୍ଗୀ ସେନାପତି ସମସ୍ତେ ଶୁଣନ୍ତେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲର ଏହିସବୁ ଦୁଷ୍କର୍ମ ବିଷୟ କାରେହର ପୁତ୍ର ଯୋହାନନ୍ ଓ ତାହାର ସଙ୍ଗୀ ସେନାପତି ସମସ୍ତେ ଶୁଣନ୍ତେ, See the chapter |