ଯିରିମୀୟ 43:7 - ପବିତ୍ର ବାଇବଲ7 ସେ ସମସ୍ତ ଲୋକ ସଦାପ୍ରଭୁଙ୍କ ବାକ୍ୟ ପ୍ରତି ଅବଧାନ କଲେ ନାହିଁ। ତେଣୁ ସେମାନେ ମିଶରକୁ ଯାଇ ତଫନ୍ହେଷ ସହରରେ ଉପସ୍ଥିତ ହେଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍ହେଷର ପର୍ଯ୍ୟନ୍ତ ଗଲେ। See the chapterଓଡିଆ ବାଇବେଲ7 ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍ହେଷର ପର୍ଯ୍ୟନ୍ତ ଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍ହେଷର ପର୍ଯ୍ୟନ୍ତ ଗଲେ। See the chapter |