ଯିରିମୀୟ 44:1 - ପବିତ୍ର ବାଇବଲ1 ଯେଉଁ ଯିହୁଦୀୟମାନେ ମିଶର ଦେଶସ୍ଥ ମିଗ୍ଦୋଲରେ, ତଫନ୍ହେଷରେ, ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ ସେମାନଙ୍କ ଉଦ୍ଦେଶ୍ୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)1 ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍ଦୋଲରେ ଓ ତଫନ୍ହେଷରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା, See the chapterଓଡିଆ ବାଇବେଲ1 ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍ଦୋଲରେ ଓ ତଫନ୍ହେଷରରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍ଦୋଲରେ ଓ ତଫନ୍ହେଷରରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା, See the chapter |