Online Bible

- Advertisements -




ଯିରିମୀୟ 44:14 - ପବିତ୍ର ବାଇବଲ

14 ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବାକୁ ଇଚ୍ଛାକରି ମିଶର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉଦ୍ଧାର କିଅବା ରକ୍ଷା ପାଇବେ ନାହିଁ। କାରଣ ପଳାତକ ଲୋକମାନଙ୍କ ବିନା ଆଉ କେହି ଫେରିଯିବେ ନାହିଁ।’”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରି ଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରି ଯିବେ ନାହିଁ।

See the chapter Copy

ଓଡିଆ ବାଇବେଲ

14 ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରି ଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରି ଯିବେ ନାହିଁ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରିଯିବେ ନାହିଁ।”

See the chapter Copy




ଯିରିମୀୟ 44:14

Follow us:

Advertisements


Advertisements