ଯିରିମୀୟ 44:20 - ପବିତ୍ର ବାଇବଲ20 ତା'ପରେ ଯିରିମିୟ ସମସ୍ତ ପୁରୁଷ ଓ ସ୍ତ୍ରୀଙ୍କୁ କହିଲେ, ଯେଉଁମାନେ ତାଙ୍କୁ ପ୍ରତ୍ୟୁତ୍ତର କରିଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ, See the chapterଓଡିଆ ବାଇବେଲ20 ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ, See the chapter |