ଯିରିମୀୟ 44:6 - ପବିତ୍ର ବାଇବଲ6 ତେଣୁ ଆମ୍ଭେ ଆମ୍ଭର ପ୍ରଚଣ୍ଡ କ୍ରୋଧ ଓ କୋପ ପ୍ରକାଶ କଲୁ। ଯିହୁଦାର ନଗର ସମୂହ ଓ ଯିରୁଶାଲମର ସମସ୍ତ ପଥ ସେହି କ୍ରୋଧାଗ୍ନିରେ ପ୍ରଜ୍ୱଳିତ ହେଲା। ଆଉ ମୋର କ୍ରୋଧ ଯୋଗୁଁ ଯିରୁଶାଲମ ଓ ଯିହୁଦାର ନଗରସବୁ ଆଜି ଧ୍ୱଂସସ୍ତୁପରେ ପରିଣତ ହୋଇଅଛି।’ See the chapterପବିତ୍ର ବାଇବଲ (Re-edited) - (BSI)6 ଏହେତୁ ଆମ୍ଭର ପ୍ରଚଣ୍ତ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ଵଳିତ ହେଲା, ପୁଣି ଆଜିର ନ୍ୟାୟ ସେସବୁ ଉତ୍ସନ୍ନ ଓ ଧ୍ଵଂସିତ ହୋଇଅଛି। See the chapterଓଡିଆ ବାଇବେଲ6 ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି। See the chapter |