ଯିରିମୀୟ 45:1 - ପବିତ୍ର ବାଇବଲ1 ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ୱର ଚତୁର୍ଥ ବର୍ଷରେ ନେରିୟର ପୁତ୍ର ବାରୂକ, ଯିରିମିୟଙ୍କ ମୁଖରୁ ଏହି ସମସ୍ତ କଥା ଶୁଣି ନଳାକାର ପୁସ୍ତକରେ ଲେଖିବା ବେଳେ ଯିରିମିୟ ଭବିଷ୍ୟଦ୍ବକ୍ତା ତାକୁ ଏହି କଥା କହିଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ, See the chapterଓଡିଆ ବାଇବେଲ1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ, See the chapter |