ଯିରିମୀୟ 46:15 - ପବିତ୍ର ବାଇବଲ15 “ହେ ମିଶର, ତୁମ୍ଭର ବଳବାନ୍ ଲୋକମାନେ ମୃତ୍ୟୁବରଣ କରିବେ ଓ ସେମାନେ ସ୍ଥିର ହୋଇ ଛିଡ଼ା ହୋଇ ପାରିବେ ନାହିଁ। କାରଣ ସଦାପ୍ରଭୁ ସେମାନଙ୍କୁ ତଳେ ଠେଲି ପକାଇ ଦେବେ। See the chapterପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ି ଦେଲେ। See the chapterଓଡିଆ ବାଇବେଲ15 ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ି ଦେଲେ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ିଦେଲେ। See the chapter |