Online Bible

- Advertisements -




ଯିରିମୀୟ 46:16 - ପବିତ୍ର ବାଇବଲ

16 ସେହି ସୈନ୍ୟଗଣ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ। ସେମାନେ ପୁଣି କହିବେ, ‘ଉଠ, ଆମ୍ଭେମାନେ ‌‌ଖ‌ଡ଼୍‌ଗରୁ ରକ୍ଷା ପାଇବା ପାଇଁ ଆପଣା ଲୋକମାନଙ୍କ ନିକଟକୁ ପଳାଇଯିବା ଓ ଆପଣା ଜନ୍ମଭୂମିକୁ ପୁନର୍ବାର ଫେରିଯିବା।’

See the chapter Copy

ପବିତ୍ର ବାଇବଲ (Re-edited) - (BSI)

16 ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ଏକ ଆରେକର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।

See the chapter Copy

ଓଡିଆ ବାଇବେଲ

16 ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, “ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, ‘ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।’

See the chapter Copy




ଯିରିମୀୟ 46:16

Follow us:

Advertisements


Advertisements