ଯିରିମୀୟ 46:21 - ପବିତ୍ର ବାଇବଲ21 ଆହୁରି ମିଶରର ବେତନଗ୍ରାହୀ ସୈନ୍ୟମାନେ ଗୋଶାଳାର ଗୋବତ୍ସ ତୁଲ୍ୟ। ସେମାନେ ପଳାୟନ କରିବେ। ସେମାନେ ଆକ୍ରମଣର ସମ୍ମୁଖୀନ ହୋଇ ପାରିବେ ନାହିଁ। କାରଣ ସେମାନଙ୍କର ବିପଦର ଦିନ ଆସୁଅଛି ଓ ସେମାନେ ଖୁବ୍ ଶୀଘ୍ର ସେମାନଙ୍କର ପ୍ରତିଫଳ ପାଇବେ। See the chapterପବିତ୍ର ବାଇବଲ (Re-edited) - (BSI)21 ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା। See the chapterଓଡିଆ ବାଇବେଲ21 ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା। See the chapter |