Online Bible

- Advertisements -




ଯିରିମୀୟ 46:28 - ପବିତ୍ର ବାଇବଲ

28 ସଦାପ୍ରଭୁ କହନ୍ତି, “ହେ ମୋର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ। କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ, ଯେଉଁମାନଙ୍କରୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ଆମ୍ଭେ ସେମାନଙ୍କୁ ସଂହାର କରିବା। ମାତ୍ର ଆମ୍ଭେ ତୁମ୍ଭକୁ ସଂହାର କରିବା ନାହିଁ। ଆମ୍ଭେ ତୁମ୍ଭକୁ ବିବେଚନା ପୂର୍ବକ ଶାସ୍ତି ଦେବା। ମାତ୍ର ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

28 ସଦାପ୍ରଭୁ କହନ୍ତି,ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ତିତ କରି ଛାଡ଼ିବା ନାହିଁ।

See the chapter Copy

ଓଡିଆ ବାଇବେଲ

28 ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”

See the chapter Copy




ଯିରିମୀୟ 46:28

Follow us:

Advertisements


Advertisements