ଯିରିମୀୟ 47:2 - ପବିତ୍ର ବାଇବଲ2 ସଦାପ୍ରଭୁ କହନ୍ତି, “ଦେଖ, ଉତ୍ତର ଦିଗରୁ ଶତ୍ରୁସୈନ୍ୟ କୂଳ ଲଙ୍ଘନ କରି ନଦୀକୂଳ ଉଚ୍ଛୁଳିଲା ପରି ଆସୁଅଛି, ତାହା ପ୍ଳାବନକାରୀ ବନ୍ୟା ସଦୃଶ ସମଗ୍ର ଦେଶ, ତନ୍ମଧ୍ୟସ୍ଥ ସମସ୍ତ ବସ୍ତ୍ର, ନଗର ଓ ତନ୍ନିବାସୀମାନଙ୍କୁ ଜଳମଗ୍ନ କରିବ। ତହିଁରେ ଲୋକମାନେ କ୍ରନ୍ଦନ କରିବେ ଓ ସାହାଯ୍ୟ ପାଇଁ ହାହାକାର କରିବେ। See the chapterପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ। See the chapterଓଡିଆ ବାଇବେଲ2 “ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।’” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଚ୍ଛୁଳୁଅଛି, ତାହା ପ୍ଲାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ। See the chapter |