Online Bible

- Advertisements -




ଯିରିମୀୟ 48:18 - ପବିତ୍ର ବାଇବଲ

18 “ହେ ଦୀବୋନ ନିବାସୀଗଣ, ତୁମ୍ଭେମାନେ ନିଶ୍ଚିତରେ ତୁମ୍ଭମାନଙ୍କ ଶୋଭାରୁ ଓହ୍ଲାଇ ଅସି ଧୂଳିରେ ବସ। କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠିଅଛି। ସେ ତୁମ୍ଭର ଦୃଢ଼ ନଗରଗୁଡ଼ିକୁ ବିନଷ୍ଟ କରିଅଛି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

18 ହେ ଦୀବୋନ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ଵର୍ଯ୍ୟରୁ ଓହ୍ଳାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।

See the chapter Copy

ଓଡିଆ ବାଇବେଲ

18 ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଳାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗ ସବୁ ନଷ୍ଟ କରିଅଛି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଲାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।

See the chapter Copy




ଯିରିମୀୟ 48:18

Follow us:

Advertisements


Advertisements