ଯିରିମୀୟ 48:41 - ପବିତ୍ର ବାଇବଲ41 ମୋୟାବ ଅଧିକୃତ ହେବ, ତା'ର ଦୃଢ଼ ଦୁର୍ଗସବୁ ହସ୍ତଗତ ହେବ। ଆଉ ସେତେବେଳେ ମୋୟାବର ବୀର ସୈନିକମାନଙ୍କର ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତ ସ୍ତ୍ରୀମାନଙ୍କ ଅନ୍ତଃକରଣ ସଦୃଶ ହେବ। See the chapterପବିତ୍ର ବାଇବଲ (Re-edited) - (BSI)41 କରୀୟୋତ୍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍ ଆକ୍ରା; ହେଲା, ଆଉ ସେଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ। See the chapterଓଡିଆ ବାଇବେଲ41 କରୀୟୋଥ୍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 କରୀୟୋଥ୍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ। See the chapter |