ଯିରିମୀୟ 48:9 - ପବିତ୍ର ବାଇବଲ9 ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ, ତାହାର ସମସ୍ତ ନଗର ଧ୍ୱଂସ ପାଇବ ଓ ତା’ ମଧ୍ୟରେ କେହି ବାସ କରିବେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)9 ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ଵଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ। See the chapterଓଡିଆ ବାଇବେଲ9 ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ। See the chapter |