Online Bible

- Advertisements -




ଯିରିମୀୟ 49:20 - ପବିତ୍ର ବାଇବଲ

20 ତେଣୁ ସଦାପ୍ରଭୁ ଇଦୋମ ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ। ଶତ୍ରୁମାନେ ନିଶ୍ଚୟ ସେମାନଙ୍କୁ ଓ ପଲର ଛୁଆମାନଙ୍କୁ ଟାଣି ନେଇଯିବେ। ଯାହା ଘଟିଗଲା ପ୍ରତ୍ୟେକ ବ୍ୟକ୍ତି ସେଥିରେ ଚକିତ ହୋଇଯିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

20 ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ: ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ-ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।

See the chapter Copy

ଓଡିଆ ବାଇବେଲ

20 ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ୍‍ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ, ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ୍‍ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ, ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।

See the chapter Copy




ଯିରିମୀୟ 49:20

Follow us:

Advertisements


Advertisements