ଯିରିମୀୟ 49:30 - ପବିତ୍ର ବାଇବଲ30 ସଦାପ୍ରଭୁ କହନ୍ତି, “ହେ ହାତ୍ସୋର ନିବାସୀଗଣ, ପଳାୟନ କର। ନିରାପଦ ସ୍ଥାନରେ ଲୁଚି ରୁହ। କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି। ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ ପାଇଁ ସଂକଳ୍ପ କରିଅଛି। See the chapterପବିତ୍ର ବାଇବଲ (Re-edited) - (BSI)30 ସଦାପ୍ରଭୁ କହନ୍ତି, ହେ ହାତ୍ସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଙ୍କଳ୍ପ ସ୍ଥିର କରିଅଛି। See the chapterଓଡିଆ ବାଇବେଲ30 ସଦାପ୍ରଭୁ କହନ୍ତି, “ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସଦାପ୍ରଭୁ କହନ୍ତି, ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି। See the chapter |