ଯିରିମୀୟ 51:26 - ପବିତ୍ର ବାଇବଲ26 ଲୋକମାନେ କୋଣ ପଥର କିଅବା ମୂଳଦୁଆ ସ୍ଥାପନ ପାଇଁ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇରହିବ।” See the chapterପବିତ୍ର ବାଇବଲ (Re-edited) - (BSI)26 ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେ ଚିରକାଳ ଧ୍ଵଂସସ୍ଥାନ ହୋଇ ରହିବ। See the chapterଓଡିଆ ବାଇବେଲ26 ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ।’ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ। See the chapter |