ଯିରିମୀୟ 51:49 - ପବିତ୍ର ବାଇବଲ49 “ବାବିଲର ପତନ ନିଶ୍ଚିତ ହେବ, କାରଣ ସେ ଇସ୍ରାଏଲର ଲୋକମାନଙ୍କୁ ନିପାତିତ କରିଅଛି ଓ ପୃଥିବୀର ସମୁଦାୟ ଦେଶର ଲୋକଙ୍କୁ ବଧ କରିଅଛି। See the chapterପବିତ୍ର ବାଇବଲ (Re-edited) - (BSI)49 ବାବିଲ ଯେପରି ଇସ୍ରାଏଲ ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। See the chapterଓଡିଆ ବାଇବେଲ49 “ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। See the chapter |