ଯିରିମୀୟ 51:61 - ପବିତ୍ର ବାଇବଲ61 ଆଉ ଯିରିମିୟ ସରାୟକୁ କହିଲେ, “ହେ ସରାୟ, ତୁମ୍ଭେ ବାବିଲକୁ ଯାଇ ଏହି ବାର୍ତ୍ତା ସମସ୍ତଙ୍କ ଗୋଚରାର୍ଥେ ପାଠ କର। See the chapterପବିତ୍ର ବାଇବଲ (Re-edited) - (BSI)61 ପୁଣି, ଯିରିମୀୟ ସରାୟକୁ କହିଲେ, ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ, See the chapterଓଡିଆ ବାଇବେଲ61 ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT61 ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ, See the chapter |