ଯିରିମୀୟ 52:8 - ପବିତ୍ର ବାଇବଲ8 ମାତ୍ର କଲ୍ଦୀୟମାନେ ରାଜା ସିଦିକିୟଙ୍କ ପଛେ ପଛେ ଗୋଡ଼ାଇ ଯିରୀହୋ ସମତଳ ଭୂମିରେ ତାଙ୍କୁ ଧରିଲେ। ସିଦିକିୟଙ୍କ ସମସ୍ତ ସୈନ୍ୟ ତାଙ୍କୁ ଛାଡ଼ି ପଳାଇଲେ। See the chapterପବିତ୍ର ବାଇବଲ (Re-edited) - (BSI)8 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ-ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁଛିନ୍ନଭିନ୍ନ ହୋଇଗଲେ। See the chapterଓଡିଆ ବାଇବେଲ8 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ। See the chapter |