ଯିରିମୀୟ 6:18 - ପବିତ୍ର ବାଇବଲ18 ତେଣୁ ହେ ନାନାଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କର କ’ଣ ହେବାକୁ ଯାଉଛି, ହୃଦୟଙ୍ଗମ କର। See the chapterପବିତ୍ର ବାଇବଲ (Re-edited) - (BSI)18 ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ତଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ। See the chapterଓଡିଆ ବାଇବେଲ18 ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ। See the chapter |