ଯିରିମୀୟ 7:14 - ପବିତ୍ର ବାଇବଲ14 ତେଣୁ ଆମ୍ଭ ନାମରେ ଖ୍ୟାତ ଯିରୁଶାଲମର ମନ୍ଦିରକୁ ଧ୍ୱଂସ କରିବା, ଯେପରି ଶୀଲୋପ୍ରତି ଆମ୍ଭେ କରିଥିଲୁ। ଆଉ ତୁମ୍ଭେମାନେ ଯେଉଁ ଗୃହପ୍ରତି ବିଶ୍ୱାସ ରଖିଛ, ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ସେହି ଗୃହକୁ ଆମ୍ଭେ ଉଚ୍ଛିନ୍ନ କରିବା। See the chapterପବିତ୍ର ବାଇବଲ (Re-edited) - (BSI)14 ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ଵାସ କରୁଅଛ, ତହିଁ ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା ! See the chapterଓଡିଆ ବାଇବେଲ14 ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା ! See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା! See the chapter |