ଯିରିମୀୟ 7:3 - ପବିତ୍ର ବାଇବଲ3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ‘ତୁମ୍ଭେମାନେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବା। See the chapterପବିତ୍ର ବାଇବଲ (Re-edited) - (BSI)3 ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା। See the chapterଓଡିଆ ବାଇବେଲ3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।’ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା। See the chapter |