ଯିରିମୀୟ 7:30 - ପବିତ୍ର ବାଇବଲ30 ଏହା କର କାରଣ ଯିହୁଦାର ସନ୍ତାନଗଣ ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ ତାହା କଲେ। ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ‘ଅଶୁଚି’ କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତ୍ର ତହିଁ ମଧ୍ୟରେ ରଖିଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)30 ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି। See the chapterଓଡିଆ ବାଇବେଲ30 ଯେହେତୁ ସଦାପ୍ରଭୁ କହନ୍ତି, ‘ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି। See the chapter |