ଯିରିମୀୟ 8:9 - ପବିତ୍ର ବାଇବଲ9 ସେହି “ଜ୍ଞାନୀ ଲୋକମାନେ” ଲଜ୍ଜିତ ହେବେ, ସେମାନେ ଦ୍ୱନ୍ଦରେ ପଡ଼ିବେ ଓ ଫାନ୍ଦରେ ପଡ଼ିବା ପରି ଅନୁଭବ କରିବେ। ଦେଖ, ସେମାନେ ସଦାପ୍ରଭୁଙ୍କ ଶିକ୍ଷାକୁ ପ୍ରତ୍ୟାଖାନ କଲେ। ସେମାନଙ୍କୁ କିପରି “ଜ୍ଞାନୀ” ବୋଲି ବିବେଚନା କରାଯିବ? See the chapterପବିତ୍ର ବାଇବଲ (Re-edited) - (BSI)9 ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କିପ୍ରକାର? See the chapterଓଡିଆ ବାଇବେଲ9 ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କିପ୍ରକାର ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କି ପ୍ରକାର? See the chapter |