ଯିରିମୀୟ 9:11 - ପବିତ୍ର ବାଇବଲ11 “ପୁଣି ଆମ୍ଭେ ସଦାପ୍ରଭୁ ଯିରୁଶାଲମକୁ ଢିପି ଓ ଶୃଗାଳମାନଙ୍କ ବାସସ୍ଥାନରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ୱଂସସ୍ଥାନ କରିବା।” See the chapterପବିତ୍ର ବାଇବଲ (Re-edited) - (BSI)11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା। See the chapterଓଡିଆ ବାଇବେଲ11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।” See the chapter |