Online Bible

- Advertisements -




ଯୋୟେଲ 2:16 - ପବିତ୍ର ବାଇବଲ

16 ସବୁ ଲୋକଙ୍କୁ ଏକତ୍ରିତ କର। ସ୍ୱତନ୍ତ୍ର ସଭାର ଆୟୋଜନ କର। ବୃଦ୍ଧ, ପିଲା, ଶିଶୁ ଓ ଦୁ‌ଗ୍‌ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ରିତ କର। ନବ ବିବାହିତ ବର କନ୍ୟା ନିଜ ଶୟନକକ୍ଷରୁ ବାହାରକୁ ଆସନ୍ତୁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

16 ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକା-ମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ।

See the chapter Copy

ଓଡିଆ ବାଇବେଲ

16 ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ।

See the chapter Copy




ଯୋୟେଲ 2:16

Follow us:

Advertisements


Advertisements