ଯୋୟେଲ 2:3 - ପବିତ୍ର ବାଇବଲ3 ଜ୍ୱଳନ୍ତ ଅଗ୍ନି ସଦୃଶ ସେହି ସୈନ୍ୟବାହିନୀ ଦେଶକୁ ଧ୍ୱଂସ କରି ଦେବେ। ସେମାନଙ୍କ ସମ୍ମୁଖରେ ଦେଶ ଏଦନର ବଗିଗ୍ଭ ସଦୃଶ ହେବ। ପଶ୍ଚାତ୍ ଭାଗରେ ଦେଶଟି ଏକ ଶୂନ୍ୟ ମରୁଭୂମି ସଦୃଶ ହେବ। ସେମାନଙ୍କଠାରୁ କିଛି ରକ୍ଷା ପାଇବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)3 ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନର ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ଵଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ। See the chapterଓଡିଆ ବାଇବେଲ3 ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ। See the chapter |