ଯୋୟେଲ 2:5 - ପବିତ୍ର ବାଇବଲ5 ସେମାନଙ୍କ ଶବ୍ଦ ପର୍ବତ ଉପରେ ନାଚୁଥିବା ରଥ ପରି, ନଡ଼ାକୁ ଅଗ୍ନି ଜାଳିଲା ପରି, ଯୁଦ୍ଧ ପାଇଁ ପ୍ରସ୍ତୁତ ବଳବାନ୍ ଲୋକ ପରି ହେବ। See the chapterପବିତ୍ର ବାଇବଲ (Re-edited) - (BSI)5 ପର୍ବତଗଣର ଶୃଙ୍ଗରେ ରଥସମୂହର ଶଦ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶଦ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ। See the chapterଓଡିଆ ବାଇବେଲ5 ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ। See the chapter |