ଯୂନସ 1:7 - ପବିତ୍ର ବାଇବଲ7 ତା'ପରେ ନାବିକମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଗୁଲିବାଣ୍ଟ ଫିଙ୍ଗି ଜାଣିବା, କାହିଁକି ଏ ଦୁଃଖ ଆମ୍ଭମାନଙ୍କ ଉପରେ ଘଟୁଛି।” ତେଣୁ ସେମାନେ ଗୁଲିବାଣ୍ଟ ଫିଙ୍ଗିଲେ। ଏହି ଗୁଲିବାଣ୍ଟ ଫିଙ୍ଗାରୁ ଜଣାଗଲା ଯୂନସ ଯୋଗୁଁ ଏ ଦୁଃଖ ଘଟିଲା। See the chapterପବିତ୍ର ବାଇବଲ (Re-edited) - (BSI)7 ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ। ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା। See the chapterଓଡିଆ ବାଇବେଲ7 ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା। See the chapter |