ଯୂନସ 2:2 - ପବିତ୍ର ବାଇବଲ2 ଯୂନସ କହିଲେ, “ମୁଁ ଅତି ଦୁଃଖରେ ଥିଲି। ମୁଁ ସଦାପ୍ରଭୁଙ୍କୁ ସାହାଯ୍ୟ ଭିକ୍ଷା ପାଇଁ ଡାକିଲି ଏବଂ ସେ ମୋତେ ଉତ୍ତର ଦେଲେ। ମୁଁ କବରର ବହୁ ଗଭୀରତମ ସ୍ଥାନରେ ଥାଇ ସଦାପ୍ରଭୁଙ୍କୁ ଡାକିଲି ଏବଂ ପ୍ରଭୁ ମୋର ସ୍ୱର ଶୁଣିଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ଆଉ, ସେ କହିଲେ, ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ। See the chapterଓଡିଆ ବାଇବେଲ2 ଆଉ, ସେ କହିଲେ, “ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ସେ କହିଲେ, “ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ। See the chapter |