Online Bible

- Advertisements -




ଯୂନସ 3:9 - ପବିତ୍ର ବାଇବଲ

9 ତାହାହେଲେ ପରମେଶ୍ୱର ହୁଏତ ତାଙ୍କର ମନ ପରିବର୍ତ୍ତନ କରିବେ ଓ ଯୋଜନା କରିଥିବା କାର୍ଯ୍ୟ କରିବେ ନାହିଁ। ସେ ହୁଏତ ବଦଳି ଯିବେ ଓ କ୍ରୋଧ ହେବେ ନାହିଁ। ତା'ପରେ ସେ ହୁଏତ ଦଣ୍ତ ଦେବେ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 କେଜାଣି ପରମେଶ୍ଵର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ତ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ନୋହିବା।

See the chapter Copy

ଓଡିଆ ବାଇବେଲ

9 କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”

See the chapter Copy




ଯୂନସ 3:9

Follow us:

Advertisements


Advertisements