ଯୂନସ 4:3 - ପବିତ୍ର ବାଇବଲ3 ତେଣୁ ମୁଁ ବର୍ତ୍ତମାନ ପ୍ରାର୍ଥନା କରୁଛି, “ହେ ସଦାପ୍ରଭୁ, ମୋତେ ବରଂ ମାରି ଦିଅ। ବଞ୍ଚିବା ଅପେକ୍ଷା ବରଂ ମୋର ମରିବା ଭଲ ହେବ।” See the chapterପବିତ୍ର ବାଇବଲ (Re-edited) - (BSI)3 ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ। See the chapterଓଡିଆ ବାଇବେଲ3 ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋ’ ପ୍ରାଣ ମୋ’ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼ ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।” See the chapter |