Online Bible

- Advertisements -




ଯୂନସ 4:7 - ପବିତ୍ର ବାଇବଲ

7 ପରଦିନ ପ୍ରଭାତରେ ପରମେଶ୍ୱର ସେହି ଗଛକୁ ଖାଇଦେବାକୁ ଗୋଟିଏ କୀଟ ପଠାଇଲେ। ସେହି କୀଟ ଗଛଟିକୁ ଖାଇଲା ଓ ଗଛ ମରିଗଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ତହିଁ ଆର ଦିନ ଅରୁଣୋଦୟ ସମୟରେ ପରମେଶ୍ଵର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା।

See the chapter Copy

ଓଡିଆ ବାଇବେଲ

7 ମାତ୍ର ତହିଁ ଆର ଦିନ ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ତହିଁ ଆରଦିନ ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା।

See the chapter Copy




ଯୂନସ 4:7

Follow us:

Advertisements


Advertisements