Online Bible

- Advertisements -




ଯିହୋଶୂୟ 22:2 - ପବିତ୍ର ବାଇବଲ

2 ଯିହୋଶୂୟ ସେମାନଙ୍କୁ କହିଲେ, “ମୋଶା ଥିଲେ ସଦାପ୍ରଭୁଙ୍କର ସେବକ। ମୋଶା ଯାହା କହିଥିଲେ, ତୁମ୍ଭେମାନେ ତାଙ୍କର ବାକ୍ୟ ଅନୁସାରେ ସମସ୍ତ କାର୍ଯ୍ୟ କରିଅଛ ଏବଂ ସର୍ବୋପରି ତୁମ୍ଭେମାନେ ମୋର ଆଜ୍ଞା ମାନିଅଛ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେ ସବୁ ତୁମ୍ଭେମାନେ ପାଳନ କରିଅଛ; ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଅଛୁ, ସେସବୁରେ ତୁମ୍ଭେମାନେ ଆମ୍ଭ ରବ ଶୁଣିଅଛ;

See the chapter Copy

ଓଡିଆ ବାଇବେଲ

2 “ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେ ସବୁ ତୁମ୍ଭେମାନେ ପାଳନ କରିଅଛ; ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଅଛୁ, ସେସବୁରେ ତୁମ୍ଭେମାନେ ଆମ୍ଭ ରବ ଶୁଣିଅଛ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେ ସବୁ ତୁମ୍ଭେମାନେ ପାଳନ କରିଅଛ; ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଅଛୁ, ସେସବୁରେ ତୁମ୍ଭେମାନେ ଆମ୍ଭ ରବ ଶୁଣିଅଛ;

See the chapter Copy




ଯିହୋଶୂୟ 22:2

Follow us:

Advertisements


Advertisements