ଯିହୋଶୂୟ 7:9 - ପବିତ୍ର ବାଇବଲ9 କିଣାନୀୟମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷୟରେ ଶୁଣିବେ। ସେମାନେ ଆମ୍ଭକୁ ଘେରି ଆକ୍ରମଣ କରିବେ ଓ ବିନାଶ ମଧ୍ୟ କରିବେ। ତା'ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକୁ ରକ୍ଷା କରିବ?” See the chapterପବିତ୍ର ବାଇବଲ (Re-edited) - (BSI)9 କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କଅଣ କରିବ? See the chapterଓଡିଆ ବାଇବେଲ9 କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କ’ଣ କରିବ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କʼଣ କରିବ?” See the chapter |