ଯିହୋଶୂୟ 9:8 - ପବିତ୍ର ବାଇବଲ8 ଏଥିରେ ହିବ୍ବୀୟମାନେ ଉତ୍ତର ଦେଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କର ଦାସ।” କିନ୍ତୁ ଯିହୋଶୂୟ ପଗ୍ଭରିଲେ, “ତୁମ୍ଭେମାନେ କିଏ? ତୁମ୍ଭେମାନେ କେଉଁଠାରୁ ଆସିଅଛ?” See the chapterପବିତ୍ର ବାଇବଲ (Re-edited) - (BSI)8 ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, ଆମ୍ଭେମାନେ ଆପଣଙ୍କର ଦାସ। ତେବେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ? See the chapterଓଡିଆ ବାଇବେଲ8 ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କର ଦାସ।” ତେବେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଏ ? ପୁଣି କେଉଁଠାରୁ ଆସିଅଛ ?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କର ଦାସ।” ତେବେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ?” See the chapter |