ବିଳାପ 1:10 - ପବିତ୍ର ବାଇବଲ10 ତାହାର ସମସ୍ତ ବିପକ୍ଷମାନେ ସେମାନଙ୍କର ହସ୍ତ ପ୍ରସାରଣ କଲେ ଏବଂ ସମସ୍ତ ସୁନ୍ଦର ଜିନିଷ ନେଇଗଲେ। ସେ ବିଦେଶୀମାନଙ୍କୁ ତାହାର ପବିତ୍ର ମନ୍ଦିରରେ ପ୍ରବେଶ କରିବାର ପର୍ଯ୍ୟବେକ୍ଷଣ କଲେ। ସେହି ବିଦେଶୀମାନଙ୍କୁ ସଦାପ୍ରଭୁ ଧାର୍ମିକ ସମ୍ମେଳନୀରେ ଯୋଗଦେବାକୁ ଆଦେଶ ଦେଇଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)10 ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି। See the chapterଓଡିଆ ବାଇବେଲ10 ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି। See the chapter |