Online Bible

- Advertisements -




ବିଳାପ 1:17 - ପବିତ୍ର ବାଇବଲ

17 ସିୟୋନ ଆପଣା ହସ୍ତ ପ୍ରସାରଣ କରୁଛି, ମାତ୍ର ତାକୁ ସାହାଯ୍ୟ କରିବାକୁ କେହି ନାହିଁ। ଯାକୁବର ଶତ୍ରୁଗଣ ତାକୁ ଚତୁର୍ଦ୍ଦିଗରୁ ଘେରି ରହିବାକୁ ସଦାପ୍ରଭୁ ଆଦେଶ କରିଛନ୍ତି। ଯିରୁଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ଵନା କରିବାକୁ କେହି ନାହିଁ; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି।

See the chapter Copy

ଓଡିଆ ବାଇବେଲ

17 ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି।

See the chapter Copy




ବିଳାପ 1:17

Follow us:

Advertisements


Advertisements