ବିଳାପ 2:4 - ପବିତ୍ର ବାଇବଲ4 ଆଉ ସଦାପ୍ରଭୁ ଶତ୍ରୁ ପରି ଧନୁରେ ସୂତା ବାନ୍ଧିଥିଲେ ଓ ତାଙ୍କର ଦକ୍ଷିଣ ହସ୍ତକୁ ଶତ୍ରୁପକ୍ଷ ପରି ସୁଶୋଭିତ କରିଛନ୍ତି। ଯିହୁଦାର ସମସ୍ତ ସୁନ୍ଦର ଲୋକଙ୍କୁ ଶତ୍ରୁପରି ବଧ କରିଅଛନ୍ତି। ପୁଣି ତାଙ୍କର କ୍ରୋଧାଗ୍ନିକୁ ସିୟୋନ କନ୍ୟାର ତମ୍ବୁ ଉପରେ ଢାଳି ଦେଇଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)4 ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ଵୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି। See the chapterଓଡିଆ ବାଇବେଲ4 ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି। See the chapter |