ବିଳାପ 2:9 - ପବିତ୍ର ବାଇବଲ9 ତାହାର ନଗରଦ୍ୱାର ସବୁ ଭୂମିସାତ୍ ହୋଇଅଛି, ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ ହୋଇଗଲା। ତା'ର ରାଜାମାନେ ଓ ରାଜକୁମାରୀମାନେ ଅନ୍ୟ ଗୋଷ୍ଠୀ ମଧ୍ୟରେ ଅଛନ୍ତି, ତା'ର ସନ୍ତାନମାନଙ୍କ ପାଇଁ ଶିକ୍ଷା ନାହିଁ। ତା'ର ଭବିଷ୍ୟଦ୍ବକ୍ତାଗଣ କୌଣସି ଦର୍ଶନ। ସଦାପ୍ରଭୁଙ୍କଠାରୁ ପାଇ ନାହାନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)9 ତାହାର ନଗର-ଦ୍ଵାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ତ ଖଣ୍ତ କରିଅଛନ୍ତି;ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପାʼନ୍ତି ନାହିଁ। See the chapterଓଡିଆ ବାଇବେଲ9 ତାହାର ନଗର-ଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପା’ନ୍ତି ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତାହାର ନଗରଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପାʼନ୍ତି ନାହିଁ। See the chapter |