ବିଳାପ 3:24 - ପବିତ୍ର ବାଇବଲ24 ତେଣୁ ମୋର ଅନ୍ତର କହୁଛି, “ସଦାପ୍ରଭୁ ମୋର ପରମେଶ୍ୱର ମୁଁ ତାଙ୍କଠାରେ ବିଶ୍ୱାସ ରଖିବି।” See the chapterପବିତ୍ର ବାଇବଲ (Re-edited) - (BSI)24 ମୋର ପ୍ରାଣ କୁହେ, ସଦାପ୍ରଭୁ ମୋହର ବାଣ୍ଟସ୍ଵରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି। See the chapterଓଡିଆ ବାଇବେଲ24 ମୋର ପ୍ରାଣ କୁହେ, ସଦାପ୍ରଭୁ ମୋହର ବାଣ୍ଟସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।” See the chapter |