ବିଳାପ 3:53 - ପବିତ୍ର ବାଇବଲ53 ସେମାନେ ମୋତେ କୂପରେ ନିକ୍ଷେପ କରିଛନ୍ତି ଓ ମୋତେ ସଂହାର କରିବାକୁ ମୋ’ ଉପରେ ପ୍ରସ୍ତର ପକାଇ ଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)53 ସେମାନେ କୂପରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି। See the chapterଓଡିଆ ବାଇବେଲ53 ସେମାନେ ଗର୍ତ୍ତରେ ମୋର ପ୍ରାଣ ସଂହାର କରି ମୋ’ ଉପରେ ପ୍ରସ୍ତର ପକାଇ ଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ସେମାନେ ଗର୍ତ୍ତରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି। See the chapter |