Online Bible

- Advertisements -




ବିଳାପ 4:11 - ପବିତ୍ର ବାଇବଲ

11 ସଦାପ୍ରଭୁ ତାଙ୍କର ପ୍ରଚଣ୍ଡ କ୍ରୋଧ ସିୟୋନ ଉପରେ ଢାଳି ଦେଲେ। ପୁଣି ସେ ସିୟୋନରେ ଯେଉଁ ଅଗ୍ନି ଲଗାଇଲେ, ତାହା ତାହାର ଭିତ୍ତିମୂଳକୁ ଗ୍ରାସ କଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ତ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ଵଳାଇ ଅଛନ୍ତି; ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।

See the chapter Copy

ଓଡିଆ ବାଇବେଲ

11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।

See the chapter Copy




ବିଳାପ 4:11

Follow us:

Advertisements


Advertisements