ବିଳାପ 4:15 - ପବିତ୍ର ବାଇବଲ15 ଲୋକେ ସେମାନଙ୍କୁ ଡାକି କହିଲେ, “ଦୂର ହୁଅ, ଦୂର ହୁଅ। ଆମ୍ଭମାନଙ୍କୁ ସ୍ପର୍ଶ କର ନାହିଁ।” ସେମାନେ ଏଣେ ତେଣେ ବାସହୀନ ହୋଇ ବୁଲୁଥିବା ବେଳେ ଅନ୍ୟ ଗୋଷ୍ଠୀୟମାନେ କହିଲେ, “ସେମାନେ ଆମ୍ଭମାନଙ୍କ ସହିତ ଆଉ ଏଠାରେ ପ୍ରବାସ କରିବେ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)15 ଲୋକେ ସେମାନଙ୍କୁ ଡାକି କହିଲେ, ହେ ଅଶୁଚି ଲୋକମାନେ, ଦୂର ହୁଅ ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ ! ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ। See the chapterଓଡିଆ ବାଇବେଲ15 ଲୋକେ ସେମାନଙ୍କୁ ଡାକି କହିଲେ, ହେ ଅଶୁଚି ଲୋକମାନେ, ଦୂର ହୁଅ ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ ! ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଲୋକେ ସେମାନଙ୍କୁ ଡାକି କହିଲେ, “ହେ ଅଶୁଚି ଲୋକମାନେ, ଦୂର ହୁଅ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ!” ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, “ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।” See the chapter |