ବିଳାପ 4:2 - ପବିତ୍ର ବାଇବଲ2 ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ ସିୟୋନର ସନ୍ତାନଗଣ ଥିଲେ। ମାତ୍ର ଶତ୍ରୁମାନେ ସେମାନଙ୍କୁ କୁମ୍ଭକାରର ହସ୍ତକୃତ ମାଟି କଳସ ତୁଲ୍ୟ ଗଣନା କରିଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)2 ହାୟ ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି ! See the chapterଓଡିଆ ବାଇବେଲ2 ହାୟ ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାରର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି ! See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ହାୟ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାରର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି! See the chapter |